Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ଭାରତର ଧୂଆଁଧାର ବ୍ୟାଟିଂ : ୬ ଓଭରରେ ରୋହିତ ଶର୍ମାଙ୍କ ଛକ୍କା

16/06/2019 at 3:04 PM

ଜାରି ରହିଛି ଭାରତର ଧୂଆଁଧାର ବ୍ୟାଟିଂ । ୭ ଓଭର ପରେ ଭାରତର ସ୍କୋର ୩୫/୦ । ମହମ୍ମଦ ଆମିର ବୋଲିଂ କରୁଛନ୍ତି । ସେ ୩ ଓଭରରେ ୬ ରନ ଦେଇଛନ୍ତି । ରୋହିତ ଶର୍ମାଙ୍କ ସହ କେ.ଏଲ ରାହୁଲ କ୍ରିଜରେ ଅଛନ୍ତି । ଷ୍ଟାଡିୟମ ବାହାରେ ପ୍ରଶଂସକଙ୍କ ଭିଡ ଜମିରହିଛି । ବଲିଉଡ ଅଭିନେତା ରଣବୀର ସିଂ ମଧ୍ୟ ଷ୍ଟାଡିୟମରେ ପହଂଚି ଖେଳ ଦେଖୁଛନ୍ତି । ୭ ଓଭର ଶେଷକୁ ରୋହିତ ଶର୍ମା ୨୧ ବଲରେ ୨୬ ରନ କରିଛନ୍ତି ।

   Related Posts