Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଜିତାଇବା ପରେ ଆଉଟ: ଆହତ ରୋହିତ ଶର୍ମା ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବେ ନାହିଁ

3/02/2020 at 3:50 PM

ନୂଆଦିଲ୍ଲୀ୩/୨: ଟିମ୍‌ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବେ ନାହିଁ ଓପନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା। ନ୍ୟଜିଲାଣ୍ଡ ବିପକ୍ଷରେ ଓ୍ବାନ ଡେ ଓ ଟେଷ୍ଟ ମ୍ୟାଚ ଖେଳି ପାରିବେ ନାହିଁ । ପଞ୍ଚମ ତଥା ଚୂଡ଼ାନ୍ତ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କୁ ଆଘାତ ଲାଗିଥିଲା। ଆଘାତ କାରଣରୁ ରୋହିତ ଶର୍ମା ଆଗାମୀ ମ୍ୟାଚ୍‌ରେ ଖେଳିବେ ନାହିଁ ବୋଲି ଟିମ ପକ୍ଷରୁ ସୂଚନା ଦିଆଯାଇଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଥିବା ଆଗାମୀ ୩ଟି ଓ୍ବାନ ଡେ ଓ ୨ଟି ଟେଷ୍ଟ ମ୍ୟାଚରେ ରୋହିତ ଶର୍ମା ସାମିଲ ହେବେ ନାହିଁ ବୋଲି ସୂଚନା ଦିଆଯାଇଛି।

   Related Posts