Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗଳିପଡିଲା ବଲାଙ୍ଗିର ସମଲେଶ୍ଵରୀ ମନ୍ଦିର ଛାତ, ରାସ୍ତାରେ ଘଣ୍ଟ ବଜାଇ ପ୍ରତିବାଦ କଲେ ବିଭିନ୍ନ ସଂଗଠନ

22/10/2021 at 7:36 PM

ବଲାଙ୍ଗିର,୨୨।୧୦: ବିପଦ ସଙ୍କୁଳ ଅବସ୍ଥାରେ ଥିବା ବଲାଙ୍ଗିର ସମଲେଶ୍ଵରୀ ମନ୍ଦିର ଛାତ ଆଜି ଭାଙ୍ଗି ଗଳିପଡିଛି । ସୌଭାଗ୍ୟବଶତଃ କାହାର କୌଣସି କ୍ଷତି ହୋଇନାହିଁ । ବାରମ୍ବାର ଦାବି ପରେ ମଧ୍ୟ ପ୍ରଶାସନ ମରାମତି କରୁନଥିବାରୁ ଏପରି ଅଘଟଣ ଘଟିଲା ବୋଲି ସହରର ବିଭିନ୍ନ ସଂଗଠନ ଅଭିଯୋଗ କରିଛନ୍ତି । ଏହାର ପ୍ରତିବାଦରେ ସମଲେଶ୍ଵରୀ ମନ୍ଦିର ଛକରେ ଧାରଣା ଦେଇଛନ୍ତି ।

ବହୁ ପୁରାତନ ଏହି ସମଲେଶ୍ବରୀ ମନ୍ଦିରର ଛାତ କାନ୍ଥ ବିପଦ ସଙ୍କୁଳ ହୋଇପଡିଛି । ବର୍ଷରେ ପାଣି ଗଳୁଛି । ହେଲେ ଦେବତ୍ତର ବିଭାଗ ଅଧିନରେ ମନ୍ଦିର ରହିଥିଲେ ମଧ୍ୟ ଜିଲ୍ଲାପ୍ରଶାସନ ଅବହେଳା କରୁଥିବା ଅଭିଯୋଗ ହୋଇଛି । ଏପରିକି ରାସ୍ତାରେ ଘଣ୍ଟ ବଜାଇ ପ୍ରତିବାଦ କରାଯାଇଛି ।

   Related Posts