Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୭ ଦିନିଆ ରିମାଣ୍ଡରେ ଯିବ ଗ୍ୟାଙ୍ଗଷ୍ଟର ହାଇଦର, ଅନୁମତି ଦେଲେ JMFC
  • ||
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||

୫ଟି ପର୍ଯ୍ୟଟନ ସ୍ଥାନରେ ହେବ ରୋପ୍ ଓ୍ବେ ବ୍ୟବସ୍ଥା, ୧୪ରୁ ୧୬ମାସ ଭିତରେ କାମ ଶେଷ ପାଇଁ ଲକ୍ଷ୍ୟ

6/04/2021 at 3:46 PM

ଭୁବନେଶ୍ବର ୬।୪: ଓଡିଶାର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ କ୍ରିୟାଶୀଳ କରିବାକୁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । କପିଳାଶ, ନୃସିଂହନାଥ-ହରିଶଙ୍କର, ଧଉଳିଗିରି, ଭୀମକୁଣ୍ଡ, ପଞ୍ଚଲିଙ୍ଗେଶ୍ବର ପାଇଁ ସ୍ବତନ୍ତ୍ର ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି । ବର୍ଷକ ଭିତରେ ଏହି ୫ଟି ରୋପ୍ ୱେ ଲଗାଯିବ । ୧୪ ମାସରୁ ୧୬ ମାସ ଭିତରେ ଏହାର କାର୍ଯ୍ୟ ଶେଷ କରିବାର ଯୋଜନା ରଖାଯାଇଛି। ପୁରୀରୁ କୋଣାର୍କ ରୋପ୍ ୱେ କରିବା ପାଇଁ ଚିନ୍ତା କରୁଛନ୍ତି ସରକାର ।

   Related Posts