Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଦେବଦୂତ ସାଜିଲେ ଯବାନ: ଗର୍ଭବତୀଙ୍କୁ ମୃତ୍ୟୁ ମୁଖରୁ ଟାଣି ଆଣି ଦେଲେ ନୂଆ ଜୀବନ, ଦେଖନ୍ତୁ ଭିଡିଓ

19/10/2021 at 11:03 AM

ମହାରାଷ୍ଟ୍ର ୧୯/୧୦: ଅଳ୍ପକେ ବର୍ତ୍ତିଗଲା ଜୀବନ । ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଆରପିଏଫ୍ ଯବାନ । ଏ ହେଉଛି ମହାରାଷ୍ଟ୍ର କଲ୍ୟାଣ ଷ୍ଟେସନର ଦୃଶ୍ୟ । ଗତକାଲି ପ୍ଲାଟଫର୍ମରେ ଗର୍ଭବତୀ ଜଣଙ୍କ ଓହ୍ଲାଇବା ବେଳେ ଟ୍ରେନ ଛାଡିଦେଇଥିଲା ।

ଏହି ସମୟରେ ସେଠାରେ ଉପସ୍ଥିତ ଥିବା କନେଷ୍ଟବଳ ଏସ୍ ଆର ଖାନ୍ଦେକର ମହିଳାଙ୍କୁ ଘୋଷାଡି ଆଣିଥିଲେ । ଏହାପରେ ମହିଳାଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସିତ କରାଯାଇଥିଲା । ମହିଳା ଜଣଙ୍କ ସମ୍ବର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି । ସୋସିଆଲ ମିଡିଆରେ ଭିଡିଓ ଭାଇରାୱ ହେବା ପରେ ସମସ୍ତଙ୍କ ମୁହଁରେ ଯାବାନଙ୍କ ପ୍ରଶଂସା

   Related Posts