Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ପାଇଁ ଗ୍ଲୋବାଲ୍‌ ଟେଣ୍ଡର: ୧୯ ସଦସ୍ୟଙ୍କୁ ନେଇ ଗଠନ ହେଲା କମିଟି
  • ||
  • ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ
  • ||
  • ନୂଆଦିଲ୍ଲୀ : କରୋନାର ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ଉପଯୋଗୀ ଆୟୁଷ-୬୪, ଏହି କେନ୍ଦ୍ରରେ ମିଳୁଛି ମାଗଣାରେ
  • ||
  • ଶାମଲୀ : ଲଜ୍ଜାଜନକ ଦୃଶ୍ୟ, ଅଳିଆ ବୁହା ଗାଡିରେ ଶ୍ମଶାନଘାଟ ଗଲା ମହିଳାଙ୍କ ମୃତଦେହ
  • ||
  • ଟିକା ପାଇଁ ହେବ ଗ୍ଲୋବାଲ୍‌ ଟେଣ୍ଡର, ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ରାହୁଲ ଭୋରାଙ୍କ ମୃତ୍ୟୁ ପରେ ପତ୍ନୀ ସେୟାର କଲେ ଯନ୍ତ୍ରଣାଦାୟକ ଭିଡିଓ… କେମିତି ଅକ୍ସିଜେନ୍ ଟିକିଏ ପାଇଁ ହେଉଥିଲେ ଛଟପଟ
  • ||
  • ମଥୁରା : କରୋନାରେ ହେମାମାଳିନୀଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ, ଟ୍ବିଟ୍ କରି ଅଭିନେତ୍ରୀ ଦେଲେ ଶ୍ରଦ୍ଧାଞ୍ଜଳି
  • ||
  • ଭୁବନ : ଦୀର୍ଘ ୭ଘଣ୍ଟା ବନ୍ଦ ଘରେ ପଡିରହିଲା ମୃତଦେହ, କରୋନା ସଂକ୍ରମଣ ଆଶଙ୍କାରେ ପାଖ ମାଡିଲେନି ପରିବାର
  • ||
  • ବଲାଙ୍ଗୀର : ରୋଗୀଙ୍କୁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, SDMOଙ୍କୁ ସୋ-କଜ୍ ନୋଟିସ୍ ପରେ ପଠାଗଲା ଡେପୁଟେସନରେ, ସ୍ବାସ୍ଥ୍ୟକର୍ମୀ ସସ୍‌ପେଣ୍ଡ
  • ||
  • ହାଇଦ୍ରାବାଦ : ଅକ୍ସିଜେନ୍ ଟ୍ୟାଙ୍କର ଡ୍ରାଇଭର ଭୁଲିଗଲା ହସ୍ପିଟାଲ ରାସ୍ତା, ଅକ୍ସିଜେନ୍ ଅଭାବରୁ ଚାଲିଗଲା ୭ କରୋନା ରୋଗୀଙ୍କ ଜୀବନ
  • ||

ଗାଡି ଯାଞ୍ଚ କରୁଥିବା ସମୟରେ ଆରଟିଓ କର୍ମଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଘଟଣାସ୍ଥଳରେ କର୍ମଚାରୀ ମୃତ

12/11/2019 at 11:30 AM

କେନ୍ଦୁଝର ୧୨।୧୧:  କେନ୍ଦୁଝରରେ ଦେଇଯାଇଥିବା ୨୦ନମ୍ବର ଜାତୀୟ ରାଜପଥ ର ପୋକରାପାଣି  ନିକଟରେ ସଡକ ଦୁର୍ଘଟଣା । ଆରଟିଓ ବିଭାଗ ପକ୍ଷରୁ ଗାଡି ଯାଞ୍ଚ କରୁଥିବା ବେଳେ କର୍ମଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ ।

ସୂଚନାଯୋଗ୍ୟ ଯେ,  ୨୦ନମ୍ବର ଜାତୀୟ ରାଜପଥର ପୋକରାପାଣି  ନିକଟରେ  ଆଜି ସକାଳେ ଜୁନିୟର ଏମ୍‌ଭି ଆଇ  କାହ୍ନୁଚରଣ  ବାନାରା ଓ ଡ୍ରାଇଭର ଗାଡି ଯାଞ୍ଚ କରୁଥିଲେ ।ସେହିସମୟରେ ଅନ୍ୟପଟ ରାସ୍ତାରୁ ଆସୁଥିବା ଟ୍ରକ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭର ବିଜୟ କୁମା  ମହାନ୍ତି ମୃତ୍ୟୁବରଣ କରିଥିଲେ ।

   Related Posts