ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ପୁରୀ ଜିଲ୍ଲାପାଳ, ରଖିଲେ ପରିକ୍ରମା ପ୍ରକଳ୍ପର ସମ୍ପୂର୍ଣ୍ଣ ତଥ୍ୟ
  • ||
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ମହା କବି ପଦ୍ମଶ୍ରୀ ସଚ୍ଚି ରାଉତରାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

2/09/2018 at 2:32 AM

ମହା କବି ପଦ୍ମଶ୍ରୀ ସଚ୍ଚି ରାଉତରାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ । କଟକ ଗଡଗଡିଆ ମନ୍ଦିର ନିକଟରେ ସଚ୍ଚି ରାଉତରାୟଙ୍କ ବ୍ରେ।ଞ୍ଜ ପ୍ରତିମୂର୍ତ୍ତି ଉନ୍ମେ।ଚିତ ହେ।ଇଛି । ରାଜ୍ୟ ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧୧ ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି । ଏହି ଅବସରରେ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ । ଭାଷା ସାହିତ୍ୟକୁ ବଞ୍ଚାଇବାରେ ସଚ୍ଚି ରାଉତରାୟଙ୍କ ର ବେଶ୍ ଅବାଦନ ଥିଲା ବୋଲି କହିଛନ୍ତି ମନ୍ତ୍ରୀ । ଆଗମୀ ଦିନରେ କଟକରେ ଆହୁରି ଅନେକ ବର ପୂତ୍ରଙ୍କ ମୂର୍ତ୍ତି ପ୍ରତିଷ୍ଠା କରାଯିବ ବୋଲି ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି ।

   Related Posts