Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ଚଳନ୍ତା ବସ୍‌ରେ ଲାଗିଲା ନିଆଁ : ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

11/01/2021 at 9:36 AM

ବାଲିଗୁଡା ୧୧।୧: ଚଳନ୍ତା ବସ୍‌ରେ ଲାଗିଗଲା ନିଆଁ । ଅଳ୍ପକେ ବର୍ତ୍ତିଲେ ବସ୍‌ରେ ଥିବା ୩୦ ଯାତ୍ରୀ । ଦମକଳବାହିନୀ ନିଆଁକୁ ଆୟତ୍ତ କରିଛି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଛକ ନିକଟରେ ଏକ ଚଳନ୍ତା ବସ୍‌ରେ ନିଆଁ ଲାଗିଯାଇଥିବା ଜଣାପଡିଛି । ‘ରୁଦ୍ରକାଳୀ’ ନାମକ ବସ୍‌ଟି ବାଲିଗୁଡାରୁ ଦାରିଙ୍ଗବାଡି ଅଭିମୁଖେ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି । ତେବେ କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

   Related Posts