Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଦିଆସିଲ ବୋଝେଇ ଚଳନ୍ତା ଟ୍ରକ୍‌ରେ ଲାଗିଲା ନିଆଁ

18/07/2019 at 7:55 AM

ଭଣ୍ଡାରିପୋଖରୀ ୧୮|୭: ଚଳନ୍ତା ଟ୍ରକରେ ଲାଗିଲା ନିଆଁ । ଭଣ୍ଡାରିପୋଖରୀ  ଜାତୀୟ ରାଜପଥ ୧୬ ଛତାବର ନିକଟରେ ଲାଗିଲା ନିଆଁ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ । ଟ୍ରକ ଛାଡି ଡ୍ରାଇଭର ଫେରାର । ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ କଲେ ।

ସୂଚନାଯୋଗ୍ୟ ଯେ, ରାତି ପ୍ରାୟ ୪ଟା ୩୦ମିନିଟ୍ ସମୟ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ୧୬ ନମ୍ବର ଜାତୀୟ ରାଜପଥ ଛତାବରଠାରେ ଚଳନ୍ତା ଟ୍ରକରେ ଲାଗିଗଲା ନିଆଁ । ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ଏହି ଟ୍ରକରେ ଦିଆସିଲ ବୋଝେଇ ହୋଇ କଟକରୁ ଭଦ୍ରକ ଅଭିମୁଖେ ଆସୁଥିଲା । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି । ଭଣ୍ଡାରିପୋଖରୀ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

   Related Posts