Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ମାତ୍ର ୧୨୦ ଡୋଜ୍ ଟିକାକୁ ଜମିଛି ଶହ ଶହ ଲୋକଙ୍କ ଭିଡ, ମେଡିକାଲ୍ ପରିସରରେ ଉତ୍ତେଜନା : ଦେଖନ୍ତୁ ଭିଡିଓ

4/10/2021 at 12:12 PM

ଆଠଗଡ ୪।୧୦: ଟିକା ପାଇଁ ଦଳା ଚକଟା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆଠଗଡ ବ୍ଲକର ଗୁରୁଡିଝାଟିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ । ସେହିଭଳି ଖୁଣ୍ଟୁଣୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ମଧ୍ୟ ସମାନ ଅବସ୍ଥା । ସ୍ବାସ୍ଥ୍ୟକେନ୍ଦ୍ରର କର୍ତ୍ତୃପକ୍ଷଙ୍କ ଅବ୍ୟବସ୍ଥା ପାଇଁ ଏଭଳି ଦୃଶ୍ୟ ଥରେ ନୁହେଁ ବରଂ ବାରମ୍ବାର ଦେଖିବାକୁ ମିଳୁଛି । 

ସୋମବାର ସକାଳୁ ସକାଳୁ ଟିକା କେନ୍ଦ୍ରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା । ହେଲେ ଟିକା ନପାଇ ନିଜ ନିଜ ଭିତରେ ଲୋକେ ଠେଲା ପେଲା ହୋଇଥିବା ଦେଖିବାକୁ ମିଳିଥିଲା । ଗୁରୁଡିଝାଟିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣ ପାଇଁ ହୋ ହଲ୍ଲା ହୋଇଥିଲା । ମାତ୍ର ୧୨୦ ଟିକା ଆସିଥିବା ବେଳେ ଶହ ଶହ ଲୋକଙ୍କ ଭିଡ ଜମିଥିଲା । ଫଳରେ ମେଡିକାଲ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ମେଡିକାଲ ପରିସରରେ ଗୁରୁଡିଝାଟିଆ ପୋଲିସ ମୁତୟନ ।

   Related Posts