Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ହେଲେ ଆଇପିଏସ୍‌ ଧୀରେନ୍ଦ୍ର ଏସ୍‌ କୁଟ୍ଟେ

23/10/2019 at 6:33 PM

ଭୁବନେଶ୍ୱର – ଆଇପିଏସ୍‌ ଧୀରେନ୍ଦ୍ର ଏସ୍‌ କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ପୂର୍ବରୁ ସେ ମୁଖ୍ୟମନ୍ତ୍ରୀଙ୍କ ଓଏସ୍‌ଡି ବା ଅଫିସର୍‌ ଇନ୍‌ ସ୍ପେଶାଲ ଡ୍ୟୁଟି ଭାବେ ନିଯୁକ୍ତି ପାଇଥିଲେ । ଧୀରେନ୍ଦ୍ର ଏସ୍‌ କୁଟ୍ଟେ ୧୯୯୭ ବ୍ୟାଚର ଆଇପିଏସ୍‌ ଅଧିକାରୀ ।

ପୂର୍ବରୁ ସେ ପରିବହନ କମିଶନର ଥିଲେ । ସେ କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ କାର୍ଯ୍ୟ କରିଛନ୍ତି। ଧୀରେନ୍ଦ୍ର ଏସ୍‌ କୁଟ୍ଟେ ଗଜପତି ,ରାଉରକେଲା ଓ ଯାଜପୁରର ଏସ୍‌ପି ଭାବେ କାର୍ଯ୍ୟ କରିଛନ୍ତି ।

   Related Posts