ତିନି ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି, ମିଳିଲା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ଵ

NEWS7
saand-ki-aankh-producer-changed-the-lives-of-many-children-by-donating-milk

ଭୁବନେଶ୍ଵର: ଆଜି ବରିଷ୍ଠ ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳ ବଦଳ ହୋଇଛି।୧୯୯୬ ବ୍ୟାଚର ୩ ବରିଷ୍ଠ ଆଇଏଏସଙ୍କୁ ପଦନ୍ନୋତି ଦେଇଛନ୍ତି ମୋହନ ମାଝୀଙ୍କ ସରକାର। ଅତିରିକ୍ତ ମୁଖ୍ୟ ଶାସନ ସଚିବ (ACS)ପାହ୍ୟାକୁ ପଦୋନ୍ନତି ହୋଇଛନ୍ତି ତିନି ବରିଷ୍ଠ ଆଇଏଏସ। ଏହି ତିନି ଆଇଏଏସ ହେଉଛନ୍ତି ଶାଶ୍ଵତ ମିଶ୍ରବିଶାଳ ଦେବ ଓ ଉଷା ପାଢ଼ୀ। ଅନ୍ୟପଟେ କେନ୍ଦ୍ରୀୟ ଡେପୁଟେସନରେ ଥିବା ବୀର ବିକ୍ରମ ଯାଦବଙ୍କୁ ମଧ୍ୟ ପଦୋନ୍ନତି ମିଳିଛି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
Updating...