Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଆଜିଠୁ ନିୟମିତ ଭାବେ ସାବରୀମାଳା ଶୁଣାଣି

3/02/2020 at 9:00 AM

ନୂଆଦିଲ୍ଲୀ ୩/୨: ସାବରିମାଳା ମାମଲାରେ  ଆଜିଠୁ ହେବ ଶୁଣାଣି । ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ । ସାବରିମାଳା ମନ୍ଦିରରେ ମହିଳା ଭକ୍ତ ପ୍ରବେଶ ନେଇ ଦୀର୍ଘ ଦିନ ହେଲା ବିବାଦ ଲାଗି ରହିଛି  ।

ସୁପ୍ରିମକୋର୍ଟରେ ଆସ୍ଥା ବନାମ ମୌଳିକ ଅଧିକାରକୁ ନେଇ ଅଭିଯୋଗ ହୋଇଥିଲା । ଏହି ମାମଲାରେ  ଆଜିଠୁ ନିୟମିତ ଭାବେ ଶୁଣାଣି ହେବ । ଅଭିଯୋଗକାରୀଙ୍କ ପକ୍ଷରୁ କେବଳ ଜଣେ ଓକିଲ ଲଢ଼ି ପାରିବେ । ଧର୍ମାନୁଷ୍ଠାନରେ ମହିଳାଙ୍କ ପ୍ରବେଶ କଟକଣା ହଟାଇବାକୁ ଆବେଦନ ହୋଇଛି ।

   Related Posts