Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ : ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍ପିଟାଲ୍ , କଟକରେ ହେବ ରକ୍ତ ନମୁନା ପରୀକ୍ଷା

31/03/2020 at 3:38 PM

ଭୁବନେଶ୍ୱର ୩୧।୦୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାର ଲାଗିଛି । ସ୍ଥିତିକୁ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତିନି ଥିବା ବେଳେ ଅନ୍ୟ ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି । ତେବେ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ COVID-19 ହସ୍‌ପିଟାଲ୍‌ । ରାଜ୍ୟର ସମସ୍ତ ଜିଲ୍ଲାରେ ଏହି ହସ୍‌ପିଟାଲ୍‌ ଖୋଲିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଘୋଷଣା କରିଛନ୍ତି ।

ତେବେ ସେହିପରି କଟକ ଏସ୍‌ସିବିରେ କରୋନା ରକ୍ତ ନମୁନା ପରୀକ୍ଷା କରାଯିବ । ଏହି ରକ୍ତ ନମୁନା ପରୀକ୍ଷା ପାଇଁ  ICMR ଅନୁମତି ଦେଇଛନ୍ତି । ସେପଟେ ବ୍ରହ୍ମପୁର ବଡ ମେଡିକାଲ ଓ ବୁର୍ଲାରେ କରୋନା ରକ୍ତ ନମୁନା ପରୀକ୍ଷା ପାଇଁ ଅନୁରୋଧ କରାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି ବୋଲି ମନ୍ତ୍ରୀ ନବ ଦାସ କହିଛନ୍ତି ।

   Related Posts