Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି ହେଲେ ମାଷ୍ଟର ବ୍ଲାଷ୍ଟର

2/04/2021 at 11:36 AM

ମୁମ୍ବାଇ ୨/୪: ହସ୍ପିଟାଲରେ ଭର୍ତ୍ତିହେଲେ କ୍ରିକେଟର କିମ୍ୱଦନ୍ତୀ ତଥା ମାଷ୍ଟରବ୍ଲାଷ୍ଟର ସଚିନ୍ ତେନ୍ଦୁଲକର । କରୋନା ଚିକିତ୍ସା ପାଇଁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଟ୍ୱିଟ୍ କରି ନିଜେ ସୂଚନା ଦେଇଛନ୍ତି ସଚିନ୍ । ସେ ଖୁବଶ୍ରୀଘ୍ର ଘରକୁ କମବ୍ୟାକ୍ କରିବେ ବୋଲି ଦୃଢତାର ସହ ଟ୍ୱିଟରେ ଜଣାଇଛନ୍ତି । ସେ କହିଛନ୍ତି ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ଚିକିତ୍ସା କରାଉଛି । ଆପଣଙ୍କ ଭଲପାଇବା ଓ ପ୍ରାର୍ଥନା ପାଇଁ ମୁଁ ସମସ୍ତଙ୍କ ନିକଟରେ କୃତଜ୍ଞ ।  ୬ ଦିନ ତଳେ କରୋନାରେ ସଂକ୍ରମିତ ହୋଇ ନିଜ ଘରେ କ୍ୱାରେଣ୍ଟାଇନରେ ରହୁଥିଲେ ।  

   Related Posts