Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

କଂଗ୍ରେସ ନେତା ସଚିନ୍‌ ପାଇଲଟ୍‌ କରୋନା ପଜିଟିଭ୍‌ ଚିହ୍ନଟ, ଟ୍ବିଟ୍‌ କରି ଦେଲେ ସୂଚନା

12/11/2020 at 8:33 PM

ନୂଆଦିଲ୍ଲୀ ୧୨/୧୧: କରୋନା କବଳରେ ଭାରତ। ଛୋଟ ଠାରୁ ବଡ଼ ସମସ୍ତେ କରୋନା ସଂକ୍ରମିତ ହେଉଛନ୍ତି। ରାଜସ୍ଥାନ କଂଗ୍ରେସ ମୁଖ୍ୟ ସଚିନ ପାଇଲଟ୍‌ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ସଚିନ ପାଇଲଟ୍‌ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି।

କରୋନା ପଜିଟିଭ୍‌ ଥିବା ନେଇ ଟ୍ବିଟ୍‌ କରିବା ସହ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରିବାକୁ ଅନୁରୋଧ କରିଛନ୍ତି ପାଇଲଟ୍‌। ଏହାସହ ସେ ଡାକ୍ତରଙ୍କ ପରାମର୍ଶ ନେଉଛନ୍ତି ଓ ଖୁବଶୀଘ୍ର ସୁସ୍ଥ ହୋଇଯିବେ ବୋଲି ଟ୍ବିଟ୍‌ରରେ ଲେଖିଛନ୍ତି ସଚିନ ପାଇଲଟ୍‌।

   Related Posts