Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ଗଛରେ ପିଟିହେଲା ବାଇକ୍, ଦୁଇ ସାଙ୍ଗଙ୍କ ମୃତ୍ୟୁ

16/03/2020 at 7:46 PM

ଉଦଳା୧୬/୩: କପ୍ତିପଦା ଥାନା ନିକଟସ୍ଥ ନେଦାମ ଛକରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଫେରିବା ସମୟରେ ବାଇକ୍‌ଟି ଗଛରେ ପିଟି ହୋଇଥିଲା। ଉଦଳା ଥାନା ଅଧିନ ପାଟପୁର ଗ୍ରାମର ମନୋଜ ଖଣ୍ଡେଇ ତାଙ୍କର ଦୁଇ ସାଙ୍ଗଙ୍କ ସହ ବାଇକରେ କୌଣସି କାମ ନିମନ୍ତେ ଶରତ ଥାନା ଅଧିନ କଟୁରିଆ ଗ୍ରାମକୁ ଯାଉଥିଲେ।

ସେଠାରୁ ଫେରିବା ସମୟରେ ନେଦାମ ଛକ ନିକଟରେ ଭାରସାମ୍ୟ ହରାଇ ବାଇକଟି ଏକ ଗଛରେ ପିଟି ହୋଇଥିଲା। ଯାହାଫଳରେ ଘଟଣା ସ୍ଥଳରେ ମନୋଜଙ୍କ ସହିତ ସାଙ୍ଗ ମଙ୍ଗୁଳୁ ଖଣ୍ଡେଇଙ୍କ ମୃତ୍ୟୁ ହୋଇଯାଇଥିଲା। ଅନ୍ୟ ଜଣେ ଘଟଣାସ୍ଥଳରୁ ଖସି ପଳାଇଥିବା ସୂଚନା ମିଳିଛି।

ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଦୁର୍ଘଟଣଗ୍ରସ୍ତ ବାଇକ୍‌କୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଶବକୁ ପଠାଇଥିଲା। ଏଥିସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts