Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ସଡକ ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କ ଜୀବନ, ଝିଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

18/04/2020 at 12:39 PM

ଝାରସୁଗୁଡା ୧୮।୦୪: ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ନିକଟରେ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ପ୍ରାଣ ହରାଇଲେ ମହିଳା । ମୃତକ ନାମ ଲତା ବେହେରା ବୋଲି ଜଣାପଡିଛି । ତେବେ ଦୁର୍ଘଟଣାରେ ଆହତ ହୋଇଥିବା ମହିଳାଙ୍କ ଝିଅଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଝାରସୁଗୁଡ଼ା ଜିଲ୍ଲାର ବ୍ରଜରାଜନଗର କୁତାବଗା ଗ୍ରାମର ୩୫ ବର୍ଷୀୟ ମହିଳା ଲତା ବେହେରା ଓ ଝିଅ ରେଣୁକା ବେହେରାଙ୍କୁ  ସେହି ଡାକ୍ତରଖାନାର ଜଣେ ଡାକ୍ତରଙ୍କ କାର ଧକା  ଦେଇଥିଲେ । ଯାହାଫଳରେ ଉଭୟ ଗୁରୁତର ଅବସ୍ଥାରେରେ ମଣ୍ଡାଳିଆ ସ୍ଥିତ କେନ୍ଦ୍ରୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ।

ସେଠାରେ ମହିଳାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର । ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ କାରକୁ ଏକ ନାଳି ଭିତରେ ଓଲଟାଇ ଦେଇ ଥିଲା। ଘଟଣାସ୍ଥଳରେ ବ୍ରଜରାଜନଗର ପୋଲିସ ପହଞ୍ଚି କାରକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖିଛି । ଦୁର୍ଘଟଣା କରିଥିବା କାରରେ ଡାକ୍ତର ବସି ନଥିଲେ । ଝିଅ ରେଣୁକା ଡାକ୍ତରଖାନାରେ ଚିକିତ୍ସା ହେଉଛି।

   Related Posts