Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଟିପର-ବାଇକ୍ ଧକ୍କା: ଘଟଣାସ୍ଥଳରେ ୩ ଯୁବକଙ୍କ ମୃତ୍ୟୁ

7/02/2020 at 9:29 PM

ବୋରିଗୁମ୍ମା୭/୨: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ନିକଟରେ ଥିବା ହର୍ଦ୍ଦଳି ଛକଠରେ ଶୁକ୍ରବାରରେ ଏକ ଟିପର ବାଇକ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଛତିଶଗଡ଼ର ଜଗଦଲପୁରର ଭଜନ ସିଂହ ସାହାଣୀ (୨୬ ବର୍ଷ), ପ୍ରୀତମ ସାର୍ଦ୍ଦୁଲ( ୨୨ ବର୍ଷ) ଏବଂ ସମ୍ବରୁ (୩୬ ବର୍ଷ)।

ଏହା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା। ଗୁରୁତର ଅବସ୍ଥାରେ ତିନିଜଣଙ୍କୁ ଉଦ୍ଧାର  କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତିନିଜଣଙ୍କୁ ମୃତ ଘୋଷଣା କରିଥିଲେ।

   Related Posts