Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର

3/03/2021 at 8:53 AM

ସମ୍ବଲପୁର ୩।୩: ସମ୍ବଲପୁର ଜିଲ୍ଲା ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର । ସଦର ରେଞ୍ଜର ଗୌରୀ ଶଙ୍କର ଦାଶଙ୍କୁ ନିଲମ୍ବନ କରାଯାଇଛି । ଏନେଇ ଡିଏଫଓ ଡ.ସଂଜୀତ କୁମାର ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଯୁଜୁମୁରା ରେଞ୍ଜରେ ୩ ମାସରେ ୪ଟି ହାତୀର ମୃତ୍ୟୁ ହୋଇଥିଲା । ଫଳରେ ଏହି ଘଟଣାରେ ବନ ବିଭାଗ ପକ୍ଷରୁ ତଦନ୍ତ କରାଯାଇ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିଲା । ସେହି ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଜଣାପଡିଛି ।

   Related Posts