Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଆତ୍ମାହୂତୀ ଉଦ୍ୟମ କଲେ ସଫେଇ କର୍ମଚାରୀ ପରିବାର, ଅଟକାଇଲା ପୋଲିସ

10/07/2021 at 3:57 PM

ଅନୁଗୋଳ ୧୦।୭: ଅନୁଗୋଳ ପୌରପାଳିକାରେ ସଫେଇ କର୍ମଚାରୀ ସଂଘ ଏବଂ ପୌର ପ୍ରଶାସନ ମଧ୍ୟରେ ବିବାଦ ଯୋଗୁଁ ସଫେଇ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି ।  ସଫେଇ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ସମେତ ଆଉ ୨ ଜଣ ସଫେଇ କର୍ମଚାରୀଙ୍କ ବିରୋଧରେ ମିଥ୍ୟା କେଶ ଲଗାଇଛି ପୌର ପ୍ରଶାସନ । ଫଳରେ ଏହି ୩ ଜଣଙ୍କ ପରିବାର ଆତ୍ମାହୂତୀ ଦେବା ପାଇଁ ଜିଲ୍ଲା ପ୍ରଶାସନକୁ ଧମକ ଦେଇଥିଲେ । ଶନିବାର ଆତ୍ମହୂତୀ ଦେବାକୁ ଚେଷ୍ଟା କରୁଥିବା ପୂର୍ବରୁ ପୋଲିସ ଏମାନଙ୍କୁ ଅଟକାଇଛି ।

ଅନୁଗୋଳ ଉପଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ସହ ସେମାନଙ୍କ ସହ ଆଲୋଚନା କରିଛନ୍ତି। ଉପଜିଲ୍ଲାପାଳ ୩ ଦିନର ମହଲତ ମାଗିବା ସହ ସମସ୍ୟାର ସମାଧାନ କରିବା ପାଇଁ ଚେଷ୍ଟା କରିବେ ବୋଲି କହିଛନ୍ତି ।

   Related Posts