Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ସାଇକୃପା କଲେଜ ଓ ୩ ହଷ୍ଟେଲ ସିଲ୍ : ୩୩ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ କଡା ହେଲା ପ୍ରଶାସନ

2/12/2021 at 11:57 AM

ଢେଙ୍କାନାଳ, ୦୨/୧୨:  ସାଇକୃପା ଆବାସିକ କଲେଜରୁ ୩୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଘଟଣା ପରେ  ଆକ୍ସନ ମୋଡକୁ ଆସିଛି ଜିଲ୍ଲା ପ୍ରଶାସନ । କଲେଜ ସହ ତିନୋଟି ହଷ୍ଟେଲକୁ ପ୍ରଶାସନ ସିଲ୍ କରିଛି ।  ଏହାସହ ସାଇକୃପା କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

ବୁଧବାର କଲେଜର ୩୩ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିଲେ। ଯାହାକୁ ନେଇ ସାରା ସହରାଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା ।  ଫଳରେ ଡିସେମ୍ବର ୧୦ ରାତି ପର୍ଯ୍ୟନ୍ତ ସମସ୍ତ କୁଞ୍ଜକାନ୍ତ ଅଞ୍ଚଳକୁ ଜିଲ୍ଲା ପ୍ରଶାସନ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଥିଲା ।

ତେବେ ଗୁରୁବାର ଜିଲ୍ଲା ପ୍ରଶାସନ ଆହୁରି କଡା ଆଭିମୁଖ୍ୟ ପୋଷଣ କରିଛି । ପ୍ରଶାସନ କଲେଜକୁ ସିଲ୍ କରିବା ସହ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ।

   Related Posts