Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

କନ୍ଧମାଳର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା ; ଦାରିଙ୍ଗବାଡି ଘାଟିରେ ମାଟି ଅତଡା ଖସି ଜାତୀୟ ରାଜପଥ ଅବରେ।ଧ

12/10/2018 at 10:41 AM

କନ୍ଧମାଳ ୧୨|୧୦: ‘ତିତଲି’ ପ୍ରଭାବରେ କନ୍ଧମାଳରେ ପ୍ରବଳ ବର୍ଷା ଲାଗିରହିଛି । ଜିଲ୍ଲାର ଫୁଲବାଣୀ, ବାଲିଗୁଡା, କେ।ଟପଡା, ଦାରିଙ୍ଗବାଡି, ଜି.ଉଦୟଗିରିର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ହେଉଛି । ଅନେକ ରାସ୍ତାରେ ପାଣି ଜମିଥିବାରୁ ଯାତାୟତ ବାଧାପ୍ରାପ୍ତ ହେ।ଇଛି । ସେହିପରି ଦାରିଙ୍ଗବାଡି ଘାଟିରେ ମାଟି ଅତଡା ଖସି ଜାତୀୟ ରାଜପଥ ଅବରେ।ଧ ହେ।ଇଛି । ରାଇକିଆ-ସିମନବାଡି ରାସ୍ତାରେ ଚାଲୁଛି ପାଣି । ବର୍ଷା ଓ ପବନରେ ୧୦ରୁ ଅଧିକ ଛେଳିଙ୍କ ମୃତ୍ୟୁ ହେ।ଇଛି । ଲଗାଣ ବର୍ଷା ଯେ।ଗୁଁ ଜିଲ୍ଲାର ସାଲକୀ ନଦୀର ଜଳସ୍ତର ବୃଦ୍ଧିପାଇଛି ।  ସେହିପରି ଜି.ଉଦୟଗିରି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହେ।ଇଛି । ଘର ଭଙ୍ଗାରୁଜା ଓ ରାସ୍ତାରେ ଜମିଛି ପାଣି । ୬୦ରୁ ଅଧିକ ଘର ଭାଙ୍ଗିଯାଇଛି । ଦୁଇ ଦିନ ହେଲା ବିଦ୍ୟୁତ୍ ସରବରାହ ବନ୍ଦ ରହିଛି । ଟଡ଼ଡଗଣ୍ଡା ଏବଂ ରାଇକିଆକୁ ସଂଯୋଗ କରୁଥିବା ରାସ୍ତା ଧୋଇ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

   Related Posts