Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||

ଦେଶର ୮ ଲକ୍ଷରୁ ଅଧିକ ବ୍ୟାଙ୍କ କର୍ମଚାରୀଙ୍କ ବେତନ ୧୫ ପ୍ରତିଶତ ବଢ଼ିବ, ନଭେମ୍ବର ପହିଲାରୁ ଲାଗୁ !

11/11/2020 at 10:54 PM

ନୂଆଦିଲ୍ଲୀ ୧୧/୧୧: ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଆସିଛି ଖୁସି ଖବର । ଦୀପାବଳି ପୂର୍ବରୁ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଉପହାର ଘୋଷଣା ହୋଇଛି। ଲକ୍ଷାଧିକ କର୍ମଚାରୀ ଏଥିରୁ ଫାଇଦା ପାଇବାକୁ ଯାଉଛନ୍ତି।

ନଭେମ୍ବର ପହିଲାରରୁ ୮.୫ ଲକ୍ଷ ବ୍ୟାଙ୍କ କର୍ମାଚାରୀଙ୍କ ବେତନରେ ୧୫ ପ୍ରତିଶତ ବୃଦ୍ଧି ହେବ ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଅଧିକ କର୍ମଚାରୀ ସରକାରୀ ବ୍ୟାଙ୍କର ବୋଲି ଜଣାପଡ଼ିଛି। ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ, ୟୁନିୟନ୍‌ ଓ ଅଧିକାରୀ ସଂଘ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ହୋଇଥିବା ନେଇ ଆଇବିଏ ସିଇଓ ସୁନୀଲ ମେହେଟାଙ୍କ ପକ୍ଷରୁ ସୂଚନା ମିଳିଛି।

ଭାରତରେ କାରବାର କରୁଥିବା ସରକାରୀ, ଘରୋଇ, ଅନ୍ତର୍ଜାତୀୟ ସମେତ ପାଖାପାଖି ୩୭ ବ୍ୟାଙ୍କର କର୍ମଚାରୀଙ୍କ ବେତନ ବୃଦ୍ଧିକୁ ନେଇ ଆଲୋଚନା କରିବା ପାଇଁ ଆଇବିଏକୁ ଦାୟୀତ୍ବ ଦିଆଯାଇଥିଲା। ତେବେ ଏହି ବୃଦ୍ଧି ପାଇଁ ବ୍ୟାଙ୍କଗୁଡ଼ିକ ଉପରେ ବାର୍ଷିକ ୭,୮୯୮ କୋଟି ଟଙ୍କାର ଅତିରିକ୍ତ ବୋଝ ପଡ଼ିବ ବୋଲି ଜଣାପଡ଼ିଛି।

   Related Posts