Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସାଲେପୁରରେ ବିଜେଡିର ସଂକଳ୍ପ ସମାବେଶ, ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କଲା ଦଳ

9/12/2021 at 12:51 PM

ସାଲେପୁର, ୦୯/୧୨:  କଟକ ଜିଲ୍ଲା  ସାଲେପୁର ନିର୍ବାଚନ ମଣ୍ଡଳୀର ମାଳ ଶାସନ ଗ୍ରାମ ପଞ୍ଚାୟତରୁ ବିଜେଡି ତାହାର ସଂକଳ୍ପ ସମାବେଶ ଆରମ୍ଭ କରିଛି ।ଏହା ସହ ଏହି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିବା ସହ ଫୁଙ୍କିଛି ନିର୍ବାଚନୀ ବିଗୁଲ ।

ସାଲେପୁର ବ୍ଲକ ଉପାଧ୍ୟକ୍ଷ ରମେଶ ଜେନାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବିଶାଳ ସମାବେଶରେ ମୁଖ୍ୟଅତିଥି ଭାବେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ଏଥିରେ ଆଗାମୀ ପଞ୍ଚାୟତ ନିର୍ବାଚନ ଲଢେଇ ପାଇଁ ବିଜେଡି ପୁରା ପ୍ରସ୍ତୁତ ଏବଂ ଏଥର ପଞ୍ଚାୟତ ସମିତି ବିଜେଡି ହାତକୁ ଆସିବ ବୋଲି ବରିଷ୍ଠ ନେତାମାନେ କହିଥିଲେ । କାର୍ଯ୍ୟକ୍ରମରେ ବହୁ ମହିଳା ପୁରୁଷ କର୍ମୀ ଯୋଗଦେଇଥିବା ଦେଖିବାକୁ ମିଳିଥିଲା ।

   Related Posts