Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଅପେକ୍ଷାର ଅନ୍ତ: ରିଲିଜ୍ ହେଲା ଫିଲ୍ମ ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ୍ ଭାଇ’ର ଟ୍ରେଲର୍

22/04/2021 at 11:30 AM

ମୁମ୍ବାଇ ୨୨/୦୪: ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ୍ ଭାଇ’ର ଟ୍ରେଲର ରିଲିଜ୍ ହୋଇଛି । ସଲମାନ ଇଦ୍ ଅବସରରେ ତାଙ୍କ ଫ୍ୟାନ୍ସମାନଙ୍କୁ ଉପହାର ଦେବେ । ଚଳିତ ବର୍ଷ ଇଦ୍‌ରେ ଫିଲ୍ମ ‘ରାଧେ’ ରିଲିଜ୍ ହେବ ବୋଲି ସେ ଘୋଷଣା କରିଛନ୍ତି ।

ଏହି ଫିଲ୍ମଟିକୁ ନିର୍ଦ୍ଦେଶନା ଦେଇଛନ୍ତି ପ୍ରଭୁଦେବା । ଏଥିରେ ସଲମାନ ଖାନଙ୍କ ସହ ଅଭିନେତ୍ରୀ ଦିଶା ପାଟନି ଅଭିନୟ କରିଛନ୍ତି । ଏଥିସହିତ ଜ୍ୟାକି ଶ୍ରଫ୍ ଏବଂ ରଣଦୀପ ହୁଡା ମଧ୍ୟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ।

କରୋନା କାରଣରୁ ଅଧିକାଂଶ ସ୍ଥାନରେ ସିନେମା ହଲ୍ ବନ୍ଦ । ଏଭଳି ପରିସ୍ଥିତିରେ ସଲମାନ ଖାନ କହିଛନ୍ତି ଯେ ଚଳିତ ବର୍ଷ ମେ ମାସରେ ଇଦ୍ ଅବସରରେ ଏହି ଫିଲ୍ମ ରିଲିଜ୍ ହେବ । ଫିଲ୍ମ ‘ରାଧେ’କୁ ସିନେମାହଲ ସହିତ ଓଟିଟି ପ୍ଲାଟଫର୍ମରେ ମଧ୍ୟ ରିଲିଜ୍ ହେବ ।

   Related Posts