ଅପେକ୍ଷାର ଅନ୍ତ: ରିଲିଜ୍ ହେଲା ଫିଲ୍ମ ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ୍ ଭାଇ’ର ଟ୍ରେଲର୍

Published By : Prameya-News7 Bureau | April 22, 2021 IST

ମୁମ୍ବାଇ ୨୨/୦୪: ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ 'ରାଧେ: ୟୋର ମୋଷ୍ଟ ୱାଣ୍ଟେଡ୍ ଭାଇ'ର ଟ୍ରେଲର ରିଲିଜ୍ ହୋଇଛି । ସଲମାନ ଇଦ୍ ଅବସରରେ ତାଙ୍କ ଫ୍ୟାନ୍ସମାନଙ୍କୁ ଉପହାର ଦେବେ । ଚଳିତ ବର୍ଷ ଇଦ୍‌ରେ ଫିଲ୍ମ 'ରାଧେ' ରିଲିଜ୍ ହେବ ବୋଲି ସେ ଘୋଷଣା କରିଛନ୍ତି ।

{"id":442249,"width":557,"height":492,"sizeSlug":"large","linkDestination":"none"}

ଏହି ଫିଲ୍ମଟିକୁ ନିର୍ଦ୍ଦେଶନା ଦେଇଛନ୍ତି ପ୍ରଭୁଦେବା । ଏଥିରେ ସଲମାନ ଖାନଙ୍କ ସହ ଅଭିନେତ୍ରୀ ଦିଶା ପାଟନି ଅଭିନୟ କରିଛନ୍ତି । ଏଥିସହିତ ଜ୍ୟାକି ଶ୍ରଫ୍ ଏବଂ ରଣଦୀପ ହୁଡା ମଧ୍ୟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ।

{"id":442255,"width":561,"height":321,"sizeSlug":"large","linkDestination":"none"}

କରୋନା କାରଣରୁ ଅଧିକାଂଶ ସ୍ଥାନରେ ସିନେମା ହଲ୍ ବନ୍ଦ । ଏଭଳି ପରିସ୍ଥିତିରେ ସଲମାନ ଖାନ କହିଛନ୍ତି ଯେ ଚଳିତ ବର୍ଷ ମେ ମାସରେ ଇଦ୍ ଅବସରରେ ଏହି ଫିଲ୍ମ ରିଲିଜ୍ ହେବ । ଫିଲ୍ମ ‘ରାଧେ’କୁ ସିନେମାହଲ ସହିତ ଓଟିଟି ପ୍ଲାଟଫର୍ମରେ ମଧ୍ୟ ରିଲିଜ୍ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.