Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ସମ୍ବଲପୁର ଜିଲ୍ଲାରେ ୧୦ଦିନିଆ ସଟ୍‌ଡାଉନ୍, ଦୁଇଟି ପର୍ଯ୍ୟାୟରେ ହେବ ଲାଗୁ

21/07/2020 at 1:03 PM

ସମ୍ବଲପୁର ୨୧।୭: ସମ୍ବଲପୁର ଜିଲ୍ଲାରେ ୧୦ ଦିନିଆ ସଟ୍ ଡାଉନ୍ । ଦୁଇଟି ପର୍ଯ୍ୟାୟରେ ଏହି ସଟ୍ ଡାଉନ୍ ଜାରି କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୨ରୁ ୨୫ ତାରିଖ ୪ ଦିନ ସଟ୍ ଡାଉନ୍ କରାଯିବ । ସେହିପରି ଦ୍ବିତୀୟ ପର୍ଯ୍ୟାୟରେ ୨୫ରୁ ୩୧ ତାରିଖ ଯାଏଁ ୬ ଦିନ ସଟ୍ ଡାଉନ୍ କରାଯିବ । ଜିଲ୍ଲାରେ ଏହି ସଟ୍ ଡାଉନ୍ ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି ।

ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସମ୍ବଲପୁର ଜିଲ୍ଲାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଜିଲ୍ଲାରେ କରୋନା ସଂକ୍ରମଣ ବଢୁଥିବାରୁ ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏହି ସମୟରେ କେବଳ ଅତ୍ୟାବଶ୍ୟକ ସେବାକୁ ଅନୁମତି ମିଳିବ । ୪ ଦିନ ପରେ ଆଂଶିକ ପନିପରିବା ଓ ତେଜରାତି ଦୋକାନ ଖୋଲିବ ।

   Related Posts