Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

20/04/2021 at 12:09 PM

ସମ୍ବଲପୁର ୨୦।୪: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସମ୍ବଲପୁର ବାର୍ ଆସୋସିଏସନର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ଆଜିଠାରୁ ୧୫ ଦିନ ବନ୍ଦ ରହିବ ସମ୍ବଲପୁର ବାର୍ । ନିର୍ବାହୀ ପରିଷଦ ବୈଠକରେ ବାର୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହାସହ ଜରୁରୀକାଳୀନ ଶୁଣାଣି ଭର୍ଚୁଆଲ ମୋଡରେ କରିବାକୁ ଜିଲ୍ଲା ଦୌରାଜଜଙ୍କୁ ବାର୍ ଅନୁରୋଧ କରିଛି । ଏହି ସମୟରେ ବାରର କାଉଣ୍ଟର ସକାଳ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ବାର୍ ସଭାପତି ଡକ୍ଟର ପ୍ରମୋଦ ରଥ ।

   Related Posts