Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ସମ୍ବଲପୁର ଜୟଶ୍ରୀ ମିଶ୍ର ହତ୍ୟାକାଣ୍ଡର ଅଭିଯୁକ୍ତକୁ କଠୋର ଦଣ୍ଡ ଦେବା ପାଇଁ ପୋଲିସ ଡିଜିଙ୍କୁ ଭେଟିଲେ ଝିଅ ବିଜୟିନୀ

28/07/2019 at 7:27 PM

ଭୁବନେଶ୍ବର ୨୮|୭: ଦୀର୍ଘ ଆଠ ବର୍ଷ ପରେ ସମ୍ବଲପୁର ଜୟଶ୍ରୀ ମିଶ୍ର ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛି । ତେବେ ଏହି ଘଟଣାରେ ଦୋଷୀକୁ କଠୋର ଦଣ୍ଡ ଦେବା ପାଇଁ ମୃତ ଜୟଶ୍ରୀ ମିଶ୍ର ଝିଅ ବିଜୟିନୀ ମିଶ୍ର ଦାବି କରିଛନ୍ତି । ତେବେ ଆଜି ବିଜୟିନୀ ଭୁବନେଶ୍ବର ଡିଜି କ୍ୟାମ୍ପ୍ ଅଫିସରେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଭେଟିଛନ୍ତି । ଏହି ଘଟଣାରେ ଦୋଷୀ ଯେମିତି ଖସି ନଯାଏ ତାକୁ ନେଇ ବିଜୟିନୀ ପୋଲିସ ଡିଜିଙ୍କୁ ନିବେଦନ କରିଛନ୍ତି । ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ମଧ୍ୟ ବିଜୟିନୀଙ୍କୁ ଆଶ୍ବାସନା ଦେଇଥିବା ସେ କହିଛନ୍ତି ।

   Related Posts