Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ବବିଦ୍ୟାଳୟ, କରୋନା ସଂକ୍ରମଣ ଦୃଷ୍ଟିରୁ ପଦକ୍ଷେପ

21/04/2021 at 9:56 AM

ସମ୍ବଲପୁର ୨୧।୪: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ବବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ବିଶ୍ବବିଦ୍ୟାଳୟ କୁଳପତି ସଞ୍ଜୀବ ମିତ୍ତଲ । ସମ୍ବଲପୁର ବିଶ୍ବବିଦ୍ୟାଳୟର ବିଭିନ୍ନ ପିଜି ବିଭାଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ତେବେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବିଶ୍ବବିଦ୍ୟାଳୟର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ନୋଟିସରେ ବିଶ୍ବବିଦ୍ୟାଳୟ କୁଳପତି ଉଲ୍ଲେଖ କରିଛନ୍ତି ।

   Related Posts