Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଧୁମ ଧାମରେ ପାଳନ ହେଲା ସମ୍ବଲପୁରୀ ଦିବସ

2/08/2018 at 4:16 PM

ଗୁରୁ ସତ୍ୟନାରାୟଣ ବହିଦାରଙ୍କ ୧୦୪ତମ ଜନ୍ମଦିନକୁ ଧୂମ୍ଧାମରେ ସମ୍ବଲପୁରୀ ଦିବସ ରୁପେ ପାଳିତ କରାଯାଇଛି । ସମ୍ବଲପୁର କଚେରୀ ଛକ ନିକଟରେ, ୧୦ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା । ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମିଲ୍ ବ୍ୟକ୍ତି ବିଶେଷ ସମ୍ବଲପୁରୀ ଡ୍ରସେ୍ ପିନ୍ଧି ଆସିଥିବା ଦେଖିବାକୁ ମିଳିଥିଲା । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକମାନଙ୍କ ମନକୁ ମୋହି ନେଇଥିଲା

   Related Posts