Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ରଙ୍ଗବତୀ ସଂଗୀତ ନିର୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ

28/05/2018 at 7:47 AM

ରଙ୍ଗବତୀ ସଂଗୀତ ନିର୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ
ପ୍ରସିଦ୍ଧ ସମ୍ବଲପୁରୀ ଗୀତ ରଙ୍ଗବତୀର ସଂଗୀତ ନିର୍ଦେଶକ ପ୍ରଭୁଦତ୍ତ ପ୍ରଧାନଙ୍କ ପରଲୋକ
ତାଙ୍କ ସମ୍ବଲପୁର ସ୍ଥିତ ବାସଭବନରେ ଟଙ୍କାଟା ଦେହାନ୍ତ ହୋଇଛି
ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା
ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ

Leave a Reply

   Related Posts