Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ସାନଖେମୁଣ୍ଡି: ସମ୍ବର ମାଂସ ଜବତ, ଜଣେ ଗିରଫ

1/01/2021 at 10:31 PM

ସାନଖେମୁଣ୍ଡି୧/: ଦିଗପହଣ୍ଡି ରେଞ୍ଜ୍ ନୂଆପଡ଼ା ସେକ୍ସନ କଲେଜ ଛକ ନିକଟରେ ସମ୍ବର ମାଂସ ଜବତ କଲା ବନ ବିଭାଗ। ସମ୍ବରର ୬ ଖଣ୍ଡ ଶରୀରର ଅଂଶ ବିଶେଷ ସହ ୧୭୫ କେଜି ମାଂସ ଜବତ ହୋଇଛି। ଅଟୋ ସହ ଜଣଙ୍କୁ ଗିରଫ କରିଛି ବନ ବିଭାଗ। ସୂଚନା ଦେଲେ ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକ।

   Related Posts