Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ବରଯାତ୍ରୀ ବସ୍ ଦୁର୍ଘଟଣା, ୭ ମୃତ ଓ ୮ଗୁରୁତର

19/07/2021 at 8:38 AM

ଉତ୍ତରପ୍ରଦେଶ ୧୯/୭ : ଉତ୍ତରପ୍ରଦେଶ ସମ୍ଭାଲ ଜିଲ୍ଲାର ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣାଗ୍ରସ୍ତ । ରାସ୍ତାରେ ବସଟି ଛିଡା ହୋଇଥିବା ବେଳେ ଅନ୍ୟ ଏକ ବସ୍ ଆସି ପିଟି ହୋଇଥିଲା । ଫଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି ।

ପୋଲିସ ଅଧିକ୍ଷକ କହିଛନ୍ତି ଯେ ବିବାହ ସମାରୋହରେ ଯୋଗଦେଇ ଫେରୁଥିବା ବେଳେ ଏହି ଦୁର୍ସାଘଟଣା ହୋଇଥିଲା । ଦୁର୍ଘଟଣାରେ ଆହତ ହୋଇଥିବା ଆଠ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ମୃତକଙ୍କ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।

   Related Posts