Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

ସାନହୁଲା ପଞ୍ଚାୟତ ୩ ଦିନ ସଟଡାଉନ୍, କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ

11/11/2020 at 12:33 PM

ଆଠମଲ୍ଲିକ ୧୧।୧୧: ୩ ଦିନ ପାଇଁ ସାନହୁଲା ପଞ୍ଚୟତ ସଟଡାଉନ୍ । କରୋନା ସଂକ୍ରମିତ ଚିହ୍ନଟ ପରେ ପଦକ୍ଷେପ ନେଲେ ସରପଞ୍ଚ । ବୁଧବାର ସକାଳ ୬ଟାରୁ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକର ସାନହୁଲା ପଞ୍ଚାୟତରେ ୨୪ ଘଣ୍ଟାରେ ୧୧ ଜଣ କରୋନା ପିଜିଟିଭି ଛିହ୍ନଟ ହେବା ପରେ ପଞ୍ଚାୟତକୁ ୩ ଦିନ ପାଇଁ ସଟଡାଉନ୍ କରାଯାଇଛି । ଫଳରେ ବୁଧବାର ସକାଳ ୬ଟାରୁ ସାନହୁଲା ପଞ୍ଚୟତର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ୧୧ ତାରିଖ ସକାଳ ୬ଟାରୁ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରହିବ । ଆବଶ୍ୟକତା ନଥିଲେ ପଦାକୁ ନ ବହାରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ଗହଳି ସ୍ଥାନକୁ ଯାଆନ୍ତୁ ନାହିଁ । ମାକ୍ସ ଓ ସାନିଟାଇଜର ବ୍ୟବହାର କରନ୍ତୁ ବୋଲି ସାନହୁଲା ସରପଞ୍ଚ ବନୀତା ବେହେରା ନିବେଦନ କରିଛନ୍ତି ।

   Related Posts