Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଣ୍ଡିଖୋଲ : ଅଜଣା ଗାଡି ଧକ୍କାରେ ହୋମ୍‌ଗାର୍ଡଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ଏକତରଫା ପ୍ରେମରୁ ଗଲା ଜୀବନ, ଯୁବତୀଙ୍କ ଗଳା କାଟିଦେଲା ପ୍ରେମିକ, ଆକ୍ରମଣରେ ଯୁବତୀଙ୍କ ମା’ ମୃତ
  • ||
  • ଢେଙ୍କାନାଳ : ୩ଦିନ ହେଲା ଜଳୁଛି ଜଙ୍ଗଲ, ଲକ୍ଷ ଲକ୍ଷ ଗଛ ପୋଡି ପାଉଁଶ, ଭୟରେ ଜଙ୍ଗଲ ଛାଡି ପଳାଉଛନ୍ତି ବନ୍ୟଜନ୍ତୁ
  • ||
  • ଢେଙ୍କାନାଳ : କପିଳାଶ, ସପ୍ତଶଯ୍ୟା ଓ ମହିମା ଗାଦି ସମେତ ୬ଟି ପର୍ଯ୍ୟଟନସ୍ଥଳୀର ହେବ ସଂଯୋଗୀକରଣ
  • ||
  • ସ୍ୱିଜରଲାଣ୍ଡରେ ସର୍ବସାଧାରଣ ସ୍ଥାନରେ ବୁର୍ଖା ପିନ୍ଧିବା ମନା ! ମତଦାନ ଦ୍ୱାରା ନିଆଗଲା ନିଷ୍ପତ୍ତି
  • ||
  • ରାଫେଲ୍ ତିଆରି କରିଥିବା କମ୍ପାନୀର ମାଲିକ ମୃତ, ହେଲିକପ୍ଟର ଦୁର୍ଘଟଣାରେ ହାରିଲେ ଜୀବନ
  • ||
  • ଆଜିଠୁ ବଢିବ ତାତି, ଆଭ୍ୟନ୍ତରୀଣ ଓଡିଶାରେ ଅନୁଭୂତ ହେବ ଅସହ୍ୟ ଗରମ
  • ||
  • ଟିକା ନେବା ପରେ କୋଭିଡ୍ ପଜିଟିଭ୍ ହେଲେ ଭିଜିଲାନ୍ସ ଏସପି
  • ||

ରାଜ୍ୟସଭାରେ ସାନ୍ତାଳୀ ଭାଷାକୁ ମିଳିଲା ଅନୁମତି

13/07/2018 at 6:43 AM

ରାଜ୍ୟସଭାରେ ଆଉ ୫ ଭାଷାକୁ ମିଳିଲା ଅନୁମତି … ସାନ୍ତାଳୀ ସମେତ ୫ ଭାଷାକୁ ମିଳିଲା ଅନୁମତି … ଡୋଗ୍ରୀ, କାଶ୍ମୀରୀ, କୋଙ୍କଣୀ, ସିନ୍ଧି ଭାଷାକୁ ମଧ୍ୟ ମିଳିଲା ଅନୁମତି … ଏଣିକି ସାନ୍ତାଳୀ ଭାଷାରେ ଆଲୋଚନା କରିପାରିବେ ସାଂସଦ … ଆଗାମୀ ମୌସୁମୀ ଅଧିବେଶନରେ ଆଲୋଚନାରେ ଭାଗ ନେଇ ପାରିବେ ସାଂସଦ … ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କିୟା ନାଇଡୁଙ୍କ ସୂଚନା …

   Related Posts