Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ଭଣ୍ଡାରୀ ପୋଖରୀର ପୂର୍ବତନ ଥାନା ଅଧିକାରୀ ସନାତନ ସାହୁ ନିଲମ୍ବିତ

31/08/2020 at 1:25 PM

ଭଦ୍ରକ ୩୧।୦୮: ଭଣ୍ଡାରିପୋଖରୀର ପୂର୍ବତନ ଥାନା ଅଧିକାରୀ ସନାତନ ସାହୁ ନିଲମ୍ୱିତ । ପୋଲିସ ଡିଜି ଅଭୟ ସନାତନ ସାହୁଙ୍କୁ ନିଲମ୍ବିତ କରିଛନ୍ତି । ବାଲିମାଫିଆଙ୍କ ସହ ଅଡିଓ ଭାଇରାଲ ଘଟଣାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଡିଜିପି ।

ସୂଚନାଯୋଗ୍ୟ ଯେ, ବାଲି ମାଫିଆଙ୍କ ସହିତ ଟଙ୍କା ନେଣଦେଣ ଦେଇ ଭଣ୍ଡାରିପୋଖରୀ ଥାନା ଅଧିକାରୀଙ୍କ ଏକ ଅଡିଓ କ୍ଲିପ୍‌ ଭାଇରାଲ ହୋଇଥିଲା । ଯାହାପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଡିଜିପି । ତେବେ ଭଦ୍ରକ ଏସ୍‌ପି ରାଜେଶ ପଣ୍ଡିତଙ୍କ ସୂଚନାନୁସାରେ ଭଣ୍ଡାରୀପୋଖରୀର ପୂର୍ବତନ ଥାନା ଅଧିକାରୀ ସନାତନ ସାହୁଙ୍କ ନିଲମ୍ବିତ କରାଯାଇଛି । ସନାତନ ସାହୁଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଅଭୟ ।

   Related Posts