Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୦୩ କରୋନା ଆକ୍ରାନ୍ତ
  • ||
  • ମେ’ ୧୩ରେ ପିପିଲି ଉପନିର୍ବାଚନ
  • ||
  • ଆଜି ରାତି ୮ରେ ପିଏମ୍‌ ମୋଦୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଉଦଳା : ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ ! ଥାନାରେ ମାମଲା, ଅଭିଯୁକ୍ତ ଫେରାର
  • ||
  • ଲମତାପୁଟ : ୩ଦିନ ପରେ ଯୁବକଙ୍କ ମୃତଦେହ ଉଦ୍ଧାର, ପାତାଳୀ ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ଥିଲେ
  • ||
  • ଉଦଳା : ବାଇକ୍‌କୁ ପିଟିଲା ଟ୍ରାକ୍ଟର, ଅଧ୍ୟାପକଙ୍କ ମୃତ୍ୟୁ, ଟ୍ରାକ୍ଟର ନେଇ ଡ୍ରାଇଭର ଫେରାର
  • ||
  • ଭୁବନେଶ୍ବର : ଏସଟିଏଫ ପଞ୍ଝାରେ ବଜ୍ରକାପ୍ତା ଚାଲାଣକାରୀ, ୧୨ କିଲୋ ଓଜନର ଜୀବନ୍ତ ବଜ୍ରକାପ୍ତା ସହ ବ୍ୟବସାୟୀ ଗିରଫ
  • ||
  • ଯାଜପୁର ରୋଡ୍ : ରେଳ ଧାରଣାରୁ କିନ୍ନରଙ୍କ ମୃତଦେହ ଉଦ୍ଧାର, ଯୁବକଙ୍କ ସହ ଥିଲା ପ୍ରେମ ସମ୍ପର୍କ
  • ||
  • ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ‘ଶିବଶମ୍ଭୁ’, ୧୦ ଯାତ୍ରୀ ଆହତ
  • ||
  • ନବରଙ୍ଗପୁର : ନାଇଟ୍ କର୍ଫ୍ୟୁ ବେଳେ ବୁଲାଇଲେ କଳାକନା, ରୂପା ଗହଣା ଲୁଟ୍, ସୁନା ଅଳଙ୍କାର ଚୋରି ବେଳେ ବାଜିଲା ସାଇରନ୍
  • ||

ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ

27/02/2021 at 9:49 AM

ଖଲ୍ଲିକୋଟ ୨୭।୨: ଗଞ୍ଜାମ ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରପ୍ରଦେଶକୁ ବାଲି ଚାଲାଣ ଖବର ପ୍ରସାରଣ ପରେ ଚେତିଲା ଛତ୍ରପୁର ପୋଲିସ । ଚଢାଉ କରି ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ । ମାଧପୁରଠାରୁ ଆନ୍ଧ୍ରକୁ ବାଲି ଚାଲାଣ ହେଉଥିବା ବେଳେ ପୋଲିସ ଜବତ କରିଛି । ସେଥିମଧ୍ୟରୁ ୪ଟି ଆନ୍ଧ୍ରପ୍ରଦେଶର ହୋଇଥିବା ବେଳେ ଗୋଟିଏ ଛତିଶଗଡ ଓ ୨ଟି ଓଡିଶାର ଟ୍ରକ୍ ରହିଛି ।

ଶୁକ୍ରବାର ବାଲି ଚୋରା ଚାଲାଣ ନେଇ ଖବର ପ୍ରସାରଣ କରିଥିଲା ନ୍ୟୁଜ୍ ସେଭେନ୍ । ବିଧାନସଭାରେ ମଧ୍ୟ ବାଲି ଚାଲାଣ ନେଇ ଉଦବେଗ ପ୍ରକାଶ କରିଥିଲେ ବିରୋଧୀ । ରାଜ୍ୟରେ ବାଲି ନୀତି କରିବାକୁ ଦାବି କରିଥିଲେ ।

   Related Posts