ହାଇକୋର୍ଟର ବିଚାରପତି ହେବେ ସଞ୍ଜୀବ ପାଣିଗ୍ରାହୀ
7/02/2020 at 6:39 PM

କଟକ୭/୨: ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିବେ ସଞ୍ଜୀବ ପାଣିଗ୍ରାହୀ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତ ପ୍ରକାଶ ପାଇଛି।

ଶୁକ୍ରବାରରେ ଆଇନ ମନ୍ତ୍ରାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ କରାଯିବା ନେଇ ଉଲ୍ଲେଖ ରହିଛି।
Related Posts
ଦିଗପହଣ୍ଡି: ତ୍ରିରଙ୍ଗା ପତାକାକୁ ଅସମ୍ମାନ
26 January 2021
ସି.ଆର୍.ପି.ଏଫ୍ରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ
26 January 2021