ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
20/01/2021 at 1:44 PM

ଭୁବନେଶ୍ୱର ୨୦।୦୧: ପ୍ରଫେସର ସଞ୍ଜିବ ମିତ୍ତଲ ହେଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି । ସଞ୍ଜିବ ମିତ୍ତଲଙ୍କୁ ନିଯୁକ୍ତ କଲେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ଆସନ୍ତା ୪ବର୍ଷ ପାଇଁ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ହେଲେ ସଞ୍ଜୀବ ମିତ୍ତଲ । ଏବେ ଗୁରୁ ଗୋବିନ୍ଦ ସିଂହ ଇନ୍ଦ୍ରପ୍ରସ୍ଥ ବିଶ୍ବବିଦ୍ୟାଳୟରେ ଆକାଡେମିକ୍ ଆଫେୟାର୍ସର ନିର୍ଦ୍ଦେଶକ ଅଛନ୍ତି ପ୍ରଫେସର ମିତ୍ତଲ ।
Related Posts
ନବୀକରଣ ହେବ ଆଠଗଡ଼ ପୁରୁଣା ତହସିଲ କାର୍ଯ୍ୟାଳୟ
3 March 2021