ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କୁ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଦାୟିତ୍ବ
4/01/2020 at 8:50 PM

କଟକ ୦୪।୦୧: ଓଡିଶା ହାଇକୋର୍ଟର ନୂତନ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ନିଯୁକ୍ତ । ଜଷ୍ଟିସ୍ ସଞ୍ଜୁ ପଣ୍ଡା ହେଲେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି । ଆଜି ମୁଖ୍ୟ ବିଚାରପତି ପଦରୁ ଅବସର ନେଇଥିଲେ ଜଷ୍ଟିସ ଜାଭେରୀ । ନୂତନ କାର୍ଯ୍ୟକାରୀ ଜଷ୍ଟିସ୍ ସଞ୍ଜୁ ପଣ୍ଡାଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତାକାଲି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନେବେ ସଞ୍ଜୁ ପଣ୍ଡା ।
Related Posts
ଆଠଗଡ ମହୋତ୍ସବ ପଡିଆରେ ଗଣତନ୍ତ୍ର ଦିବସ ପାଳିତ
26 January 2021
ନିଆଁ ଲାଗି ଜଳିଗଲା ୬ବଖରା ଘର, ୨ଟି ଗୋରୁ ଜୀବନ୍ତ ଦଗ୍ଧ
26 January 2021