Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

3/09/2020 at 3:16 PM

ରାମଚନ୍ଦ୍ରପୁର୩/୯:  ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ। ରାମଚନ୍ଦ୍ରପୁର ଥାନା ବାଲିବରୁଆଁ ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ମୃତ ମହିଳା ହେଲେ ଚନ୍ଦ୍ରଶେଖର ପାଢ଼ୀଙ୍କ ସ୍ତ୍ରୀ ସୁମତୀ ପାଢ଼ୀ। ରାତିରେ ଶୋଇଥିବା ଅବସ୍ଥାରେ fତାଙ୍କୁ ସାପ କାମୁଡିଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ  ପ୍ରଥମେ ସାଇଁକୂଳ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗୁରୁତର  ହେବାରୁ ପୁଣି ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ସେଠାରେ ପହଁଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ବନ୍ୟା ପାଣିରେ ବିଷାକ୍ତ ସାପ ଗାଁ ଭିତରକୁ ପଶି ଆସିଛନ୍ତି। ବର୍ତ୍ତମାନ ସାପ ଭୟରେ ସ୍ଥାନୀୟ ଲୋକେ ଭୟଭୀତରେ ଅଛନ୍ତି।

   Related Posts