Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ଭିଜିଲାନ୍ସ ଜାଲରେ ସରପଞ୍ଚ, ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗ

2/08/2019 at 10:23 AM

କଳାହାଣ୍ଡି ୨|୮: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସରପଞ୍ଚଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଭିଜିଲାନ୍ସର ଚଢାଉ । କର୍ଲାମୁଣ୍ଡା ବ୍ଲକ୍ ରିଞ୍ଜ ପଚାଂୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଗୃହ ଓ ପଚାଂୟତ କାର୍ଯ୍ୟାଳୟରେ ଚଢାଉ ଜାରି ।

କଳାହାଣ୍ଡି ଭିଜିଲାନ୍ସ ଡିଏସପି ସତ୍ୟବାନ୍ ମହାନନ୍ଦଙ୍କ ନେତୃତ୍ଵରେ ଟିମ୍ ର ଚଢାଉ । ସରପଞ୍ଚ ବିରୋଧ ରେ ସରକାରୀ ଯୋଜନାର ଅନୁଦାନ ଦୁର୍ନୀତି କରି ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା ।

   Related Posts