ଭିଜିଲାନ୍ସ ଜାଲରେ ସରପଞ୍ଚ, ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗ
2/08/2019 at 10:23 AM

କଳାହାଣ୍ଡି ୨|୮: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସରପଞ୍ଚଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଭିଜିଲାନ୍ସର ଚଢାଉ । କର୍ଲାମୁଣ୍ଡା ବ୍ଲକ୍ ରିଞ୍ଜ ପଚାଂୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଗୃହ ଓ ପଚାଂୟତ କାର୍ଯ୍ୟାଳୟରେ ଚଢାଉ ଜାରି ।

କଳାହାଣ୍ଡି ଭିଜିଲାନ୍ସ ଡିଏସପି ସତ୍ୟବାନ୍ ମହାନନ୍ଦଙ୍କ ନେତୃତ୍ଵରେ ଟିମ୍ ର ଚଢାଉ । ସରପଞ୍ଚ ବିରୋଧ ରେ ସରକାରୀ ଯୋଜନାର ଅନୁଦାନ ଦୁର୍ନୀତି କରି ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା ।
Related Posts
ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ
24 February 2021
ଚୋରା ଚାଲାଣ କରୁଥିବା ୩ଟି ଲୁହାପଥର ବୋଝେଇ ଟ୍ରଲର ଜବତ, ୩ ଗିରଫ
24 February 2021