Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୨୪ ଲକ୍ଷ ଟଙ୍କାର ଦୁର୍ନୀତି ଅଭିଯୋଗରେ ସରପଞ୍ଚ ସସ୍‌ପେଣ୍ଡ୍‌

27/08/2020 at 8:45 PM

ତେଲକୋଇ୨୭/୮:  ସରପଞ୍ଚ  ସସ୍‌ପେଣ୍ଡ। ୨୪ ଲକ୍ଷ ଟଙ୍କାର ଦୁର୍ନୀତି ଅଭିଯୋଗରେ ସରପଞ୍ଚ ପଦରୁ ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ତେଲକୋଇ କରଦାଙ୍ଗି ପଞ୍ଚାୟତର ସରପଞ୍ଚ ଦୁସିଲ ସିଂଙ୍କୁଙ୍କୁ ୨୪ ଲକ୍ଷ ଟଙ୍କାର ସରକାରୀ ଅର୍ଥ ତୁଷାରପାତ ଅଭିଯୋଗରେ  ସସପେଣ୍ଡ କଲା ଓଡ଼ିଶା ସରକାରଙ୍କ ପଞ୍ଚାୟତ ରାଜ ବିଭାଗ।ଏହି ଘଟଣା ସଂପର୍କରେ ବିଭାଗୀୟ ଅଧିକାରୀ ଜାଣିବା ପରେ ସରପଞ୍ଚ ଦୁସିଲ ସିଂଙ୍କୁ ସସ୍‌ପେଣ୍ଡ କରିଛି ପଞ୍ଚାୟତ ରାଜ ବିଭାଗ। ଏହି ଘଟଣା ସଂପର୍କରେ ପୂର୍ବରୁ ବିଭାଗୀୟ ଅଧିକାରୀ ସୂଚନା ପାଇଥିବା ଜଣାପଡିଥିଲା। ପରବର୍ତ୍ତୀ ସମୟରେ ତାଙ୍କୁ ସସ୍‌ପେଣ୍ଡ କରାଯାଇଛି।

   Related Posts