Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ସରପଞ୍ଚ ଗିରଫ: ଆବାସ ଯୋଜନାରେ ଘର ଦେବାକୁ ରଖିଥିଲେ ସର୍ତ୍ତ, ରାତି ବିତାଇବାକୁ ଯୁବତୀଙ୍କୁ କରିଥିଲେ ବାଧ୍ୟ

20/11/2020 at 8:34 AM

କଳାହାଣ୍ଡି୨୦/୧୧: ଆବାସ ଯୋଜନାରେ ଘର ଦେବା ବଦଳରେ ରାତି ବିତାଇବାକୁ ଯୁବତୀଙ୍କୁ ସରପଞ୍ଚ ଚାପ ପ୍ରୟୋଗ କରିଥିଲେ। ଏହି ଘଟଣାରେ ସରପଞ୍ଚଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍। କଳାହାଣ୍ଡି ଜିଲ୍ଲା ମଦନପୁର- ରାମପୁର ଥାନା ସାଲେପାଲି ପଞ୍ଚାୟତରେ ଏଭଳି ଘଟଣା ଦେଖିବାକୁ ମିଳିଥିଲା।

ସରପଞ୍ଚଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଥିଲେ ସେହି ଅଞ୍ଚଳର ଜଣେ ଯୁବତୀ। ଆବାସ ଯୋଜନାରେ ଘର ଦେବା ବଦଳରେ ଶାରୀରିକ ସଂପର୍କ ରଖିବାକୁ ଯୁବତୀଙ୍କୁ ବାଧ୍ୟ କରିଥିଲେ ସରପଞ୍ଚ। ସରପଞ୍ଚଙ୍କ ସହ ଯୁବତୀ ଫୋନ୍‌ରେ କଥାବାର୍ତ୍ତାର ଅଡିଓ କଲ ମଧ୍ୟ ହସ୍ତଗତ ହୋଇଥିଲା। ଅଡିଓ କଲ ଆଧାରରେ ମ. ରାମପୁର ପୋଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।  

   Related Posts