Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ବେଆଇନ୍ ମଦ ଜବତ ସହ ପୂର୍ବତନ ସରପଞ୍ଚ ଗିରଫ

16/10/2020 at 11:28 AM

କେନ୍ଦ୍ରାପଡା୧୬/୧୦: ବେଆଇନ ମଦ ଜବତ ସହ ପୂର୍ବତନ ସରପଞ୍ଚ ଗିରଫ ହୋଇଛନ୍ତି। କଟକ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ ହୋଇଥିଲା। ୪୮ଲିଟରରୁ ଉର୍ଦ୍ଧ୍ବ ବିଦେଶୀ ମଦ ଜବତ ହୋଇଛି। ଅବକାରୀ ଗୁଇନ୍ଦା ଇନ୍ସିପେକ୍ଟର ଜଗଦୀଶ ସାମଲ ଏ ସଂପର୍କରେ ସୂଚନା ଦେଇଛନ୍ତି।

   Related Posts