Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ସରପଞ୍ଚ ବାପାଙ୍କୁ ଛୁରାମାଡ

20/04/2020 at 10:34 PM

ଲମତାପୁଟ୨୦/୪: ସରପଞ୍ଚଙ୍କ ବାପାଙ୍କୁ ଛୁରାମାଡ। ଛୁରାମାଡରେ ଲମତାପୁଟ ସରପଞ୍ଚଙ୍କ ବାପା ଆଦୁ କ୍ରିଶାନି ଗୁରୁତର।ମଧ୍ୟରାତ୍ରିରେ ଅଜଣା ବ୍ୟକ୍ତି ଛୁରା ମାରି ଚମ୍ପଟ୍ ହୋଇଯାଇଛି। ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। କିଏ ଓ କାହିଁକି ଛୁରା ମାଡ କଲା, ଏ ନେଇ କୌଣସି କାରଣ ଜଣାପଡି ନାହିଁ। ପୋଲିସ୍ ଖବର ପାଇବା ପରେ ଘଟଣାର ତଦନ୍ତ ଆରମ୍ଭ କରିଛି।

   Related Posts