Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୃତୀୟ ଦିନିକିଆ: ୩ ଓ୍ବିକେଟ୍‌ରେ ଶ୍ରୀଲଙ୍କା ବିଜୟୀ
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୪୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୩୬ ଡିସଚାର୍ଜ
  • ||
  • ରାଜଧାନୀରେ ବଢୁଛି ଆକ୍ଟିଭ କେସ୍ : ଭୁବନେଶ୍ବରରୁ ଦିନକରେ ୩୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୫ ସୁସ୍ଥ
  • ||
  • କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ, ତଥାପି ଆସିନି ସମ୍ପୂର୍ଣ୍ଣ ଆଶ୍ୱସ୍ତିର ସମୟ, ସତର୍କତାର ମନ୍ତ୍ର ସହ ମୁଖ୍ୟମନ୍ତ୍ରୀ କହିଲେ- ସ୍ୱାସ୍ଥ୍ୟସେବାକୁ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା
  • ||
  • +୩ ରେ ସାମିଲ ହେବ ବିପର୍ଯ୍ୟୟ ପରିଚାଳନା କୋର୍ସ, ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
  • ||
  • ଜି.ଉଦୟଗିରି : ପୁଅ ଓ ଝିଅକୁ କୂଅରେ ଫିଙ୍ଗି ମାରିଦେଲେ, ବାପା ଓ ମା’ ଗିରଫ
  • ||
  • ଭୁବନେଶ୍ବର : ‘ନୀଳାଦ୍ରି ବିଜେ’ ଅବସରରେ ନ୍ୟୁଜ୍ ୭ ପ୍ରସ୍ତୁତ କଲା ଆଉ ୨ଟି ଓଡିଆ ଭଜନ- ‘ବଡଦାଣ୍ଡ କାନ୍ଦେ କଇଁକଇଁ’ ଓ ‘ଏତେ ଅଭିମାନ କିଆଁ’
  • ||
  • ସୁନ୍ଦରଗଡ : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ମହିଳାଙ୍କ ସମେତ ୨ ଗୁରୁତର
  • ||
  • ଭାରତ-ଶ୍ରୀଲଙ୍କା ତୃତୀୟ ଦିନିକିଆ : କ୍ଲିନ୍ ସ୍ୱିପ୍ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ, ସମ୍ମାନ ପାଇଁ ଲଢିବ ଘରୋଇ ଦଳ
  • ||
  • ଗଜପତି : ଖୋଲିବ କି ACFO ସୌମ୍ୟରଞ୍ଜନଙ୍କ ମୃତ୍ୟୁ ରହସ୍ୟ : କାର୍ଯ୍ୟାଳୟରେ ଡିଏଫଓଙ୍କୁ ଚାଲିଛି ଜେରା
  • ||

୯ ଏବଂ ୧୨ ନମ୍ବର ୱାର୍ଡକୁ ୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କଲେ ସରପଞ୍ଚ

2/08/2020 at 10:16 PM

ବାଲିପାଟଣା୨/୮: ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଳକ କାକରୁଦ୍ରପୁର ଗ୍ରାମର ୱାର୍ଡ ନମ୍ବର ୯ ଏବଂ ୱାର୍ଡ ନମ୍ବର ୧୨କୁ ୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କଲେ କାକରୁଦ୍ରପୁର ଗ୍ରାମ ପଞ୍ଚାୟତ ସରପଞ୍ଚ । କାକରୁଦ୍ରପୁରରୁ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ସରପଞ୍ଚ ରମେଶ ଚନ୍ଦ୍ର ପାଳ । ୨ ତାରିଖ ରୁ ୬ ତାରିଖ ରାତ୍ରି ୯ଟା ପର୍ଯ୍ୟନ୍ତ କଟକଣା ଲାଗୁ ରହିବ ।

ଏହି ସମୟ ମଧ୍ୟରେ କଣ୍ଟେନମେଣ୍ଟ ଜୋନ ମଧ୍ୟକୁ କୌଣସି ବାହାର ବ୍ୟକ୍ତି ଯାଇ ପାରିବେ ନାହିଁ କିମ୍ବା କଣ୍ଟେନମେଣ୍ଟ ଅଂଚଳର କୌଣସି ବ୍ୟକ୍ତି ବାହାରକୁ ବାହାରି ପାରିବେ ନାହିଁ । ଅତ୍ୟାବଶ୍ୟକୀୟ ସେବାକୁ କଟକଣା ମୁକ୍ତ କରାଯାଇଛି । ଯେଉଁମାନଙ୍କର ରାସନ୍ ସାମଗ୍ରୀ କିମ୍ବା ପନିପରିବା ଆବଶ୍ୟକ ସେ ସରପଞ୍ଚ ଙ୍କ ସହ ଯୋଗାଯୋଗ କରି କ୍ରୟ କରିପାରିବେ । ଅମାନିଆ ନ ମାନିଲେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରପଞ୍ଚ ଚେତାଇ ଦେଇଛନ୍ତି ।

   Related Posts